ଦ୍ରୌପଦୀଙ୍କ ସମର୍ଥନରେ ମୁଖ୍ୟମନ୍ତ୍ରୀ
ଓଡ଼ିଶାର ଝିଅ ରାଷ୍ଟ୍ରପତି ପ୍ରାର୍ଥୀଙ୍କ ସମର୍ଥନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଜେଡି ପକ୍ଷରୁ ଦ୍ରୌପଦୀଙ୍କୁ ପୂର୍ଣ୍ଣ ସମର୍ଥନ ମିଳିବାରେ ଲାଗିଛି ।
ତେବେ ମାଟିର ଝିଅକୁ ଜିତାଇବାକୁ ଅଣ୍ଟାଭିଡିଲା ବିଜେଡି । ଦଳମତ ନିର୍ବିଶେଷରେ ଓଡ଼ିଶାର ସମସ୍ତ ବିଧାୟକ ଓ ସାଂସଦ ଓଡ଼ିଶା ମାଟିର…