Browsing Tag

Chief Minister inaugurated Sum Hospital’s Fulankhara campus

ସମ୍ ହସ୍ପିଟାଲର ଫୁଲନଖରା କ୍ୟାମ୍ପସ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଶୁଭାରମ୍ଭ ହେଲା ସମ୍ ହସ୍ପିଟାଲର ଫୁଲନଖରା କ୍ୟାମ୍ପସ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭ ଉଦଘାଟନ କରିଛନ୍ତି । ସ୍ବାସ୍ଥ୍ୟସେବାରେ ଏହା ହେବ ରାଜ୍ୟର ସବୁଠୁ ଅତ୍ୟାଧୁନିକ ହସ୍ପପିଟାଲ । ସମ୍ ହସ୍ପିଟାଲର ଫୁଲନଖରା କ୍ୟାମ୍ପସ୍‌ରେ ସମସ୍ତ ବିଭାଗ ସହିତ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ…