ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ। 'ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ'। 'ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର, ଧାରାବାହିକରେ ଛାପ ଛାଡ଼ିଯାଇଛନ୍ତି'। ଦର୍ଶକଙ୍କ ହୃଦୟରେ ପିଣ୍ଟୁ ନନ୍ଦ ସର୍ବଦା…