Browsing Tag

Chief Minister mourns the death of poet and politician Hussain Rabigandhi

କବି ତଥା ରାଜନେତା ହୁସେନ ରବିଗାନ୍ଧୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

କବି ତଥା ରାଜନେତା ହୁସେନ ରବିଗାନ୍ଧୀଙ୍କ ପରଲୋକରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ରାଜ୍ୟ ତାଙ୍କ ଭଳି ଜଣେ ବରିଷ୍ଠ ରାଜନେତାଙ୍କୁ ହରାଇଲା । ପ୍ରଥମେ ସେ ବିଜୁ ବାବୁଙ୍କ ସହ ଏବଂ ପରେ ବିଜୁ ଜନତା ଦଳରେ ଥିଲେ ।…