Browsing Tag

Chief Minister mourns the demise of eminent singer Nirmala Mishra

ବିଶିଷ୍ଟ ଗାୟିକା ନିର୍ମଳା ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ବିଶିଷ୍ଟ ଗାୟିକା ଶ୍ରୀମତୀ ନିର୍ମଳା ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହଛନ୍ତି ଯେ ସ୍ୱର୍ଗତ ନିର୍ମଳା ମିଶ୍ର ଜଣେ ଉଚ୍ଚକୋଟୀର ଗାୟିକା ଭାବରେ ଓଡ଼ିଆ ସଂଗୀତ ଜଗତରେ ସୁନାମ ଅର୍ଜନ କରିଥିଲେ। ୬୦ ଓ ୭୦…