Browsing Tag

Chief Minister mourns

ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ

ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ଘଟିଛି। କଟକ SCBରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ହୃଦଘାତରେ କମଳା ପୂଜାରୀଙ୍କ ମୃତ୍ୟୁ ଘଟିଥିବା ଡାକ୍ତର ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। କିଡନୀ ଜନିତ ସମସ୍ୟାରେ ଆକ୍ରାନ୍ତ ହୋଇ ସେ…

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ଦେହାନ୍ତ, ମୁଖ୍ୟମନ୍ତ୍ରୀଙ୍କ ଶୋକ

କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ଦେହାନ୍ତ। ୯୩ ବର୍ଷ ବୟସରେ ଭୁବନେଶ୍ୱର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଦିନରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ ସୁରେନ୍ଦ୍ରନାଥ। ବିଧାନସଭା ପରିସରକୁ ସୁରେନ୍ଦ୍ରନାଥଙ୍କ ମରଶରୀରକୁ…

ବରଯାତ୍ରୀ ଗାଡ଼ି ଦୁର୍ଘଟଣା ୭ ମୃତ୍ୟୁ ଘଟଣା, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର ଶାସନ କେନାଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ କେନାଲକୁ ଓଲଟିଲା ବରଯାତ୍ରୀ ଗାଡ଼ି । ଦୁର୍ଘଟଣାରେ ଡ୍ରାଇଭର ସମେତ ୭ ମୃତ, ୨ ଆହତ । ଝାରସୁଗୁଡା ଜିଲ୍ଲା ଲଖନପୁର ବଡଧରା ଗାଁରୁ ସମସ୍ତେ ସମ୍ବଲପୁର ପରମାଣପୁରକୁ ବରଯାତ୍ରୀ ଆସିଥିଲେ । ବରଯାତ୍ରୀ କାର୍ଯ୍ୟ…