ଉଦ୍ଧାରକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ବାହାକୁଦ ଘାଟରେ ଭାସିଯାଇଥିବା ଯାତ୍ରୀବାହୀ ଡଙ୍ଗାରୁ ଲୋକମାନଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଧାରକାରୀଙ୍କୁ ଶୁଭେଚ୍ଛା ଓ ଧନ୍ୟବାଦ ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ଅଗ୍ନିଶମ…