କେରେଡାଗଡ ପ୍ରାଥମିକ ବିଦ୍ୟାଳୟର ଉନ୍ନତି ଓ ଗ୍ରାମ ପଞ୍ଚାୟତ ପୋଖରୀର ଉନ୍ନତିକରଣ ପାଇଁ ୨୦ ଲକ୍ଷ ଟଙ୍କା ମଞ୍ଜୁର କଲେ…
କେନ୍ଦ୍ରାପଡା ଜିଲ୍ଲା କେରେଡାଗଡର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ କେରେଡାଗଡ ପ୍ରାଥମିକ ବିଦ୍ୟାଳୟ ର ଉନ୍ନତି ଏବଂ କେରେଡାଗଡ ଗ୍ରାମ ପଞ୍ଚାୟତ ପୋଖରୀର ସଂରକ୍ଷଣ ଓ ଉନ୍ନତିକରଣ କରାଯିବ।
ସୂଚନାଯୋଗ୍ୟ ଯେ ଗତ ୧୮ ତାରିଖ ଦିନ…