ଧାମନଗର ନିର୍ବାଚନ ମଣ୍ଡଳୀ ପାଇଁ ୨୧ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
୫ଟି ସଚିବଙ୍କ ଗସ୍ତ ସମୟରେ ଦିଆଯାଇଥିବା ଦାବି ପୂରଣ ହେଲା । ଧାମନଗର ନିର୍ବାଚନ ମଣ୍ଡଳୀ ପାଇଁ ୨୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ଗତ ୧୨ ତାରିଖରେ ୫-ଟି ସଚିବ ଧାମନଗର ଗସ୍ତରେ ଆସିଥିବା ବେଳେ ଅନେକ ବାସିନ୍ଦା ନିଜ ନିଜ ଦାବି ଜଣାଇଥିଲେ । ୧୯ ତାରିଖ ଦିନ ମୁଖ୍ୟମନ୍ତ୍ରୀ…