୨୫ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଯୋଗୀ
ଲଖନଉ : ମାର୍ଚ୍ଚ ୨୫ରେ ଯୋଗୀ ଆଦିତ୍ୟନାଥ ମୁଖ୍ୟମନ୍ତ୍ରୀ ପଦର ଶପଥ ଗ୍ରହଣ କରିବେ। ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ସେ ଉତ୍ତର ପ୍ରଦେଶର ଦ୍ଵିତୀୟ ଥର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଲକ୍ଷ୍ନୌରେ ସହିଦ ପଦରେ ସ୍ଥିତ ଇକାନା ଷ୍ଟାଡିୟମରେ ଶପଥ ସମାରୋହ ଆୟୋଜିତ ହେବ। ଏ ନେଇ…