ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପାଇଁ ଆଶୁଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ କାର ଦୁର୍ଘଟଣାରେ ଗୁରୁତର ଆହତ ଘଟଣାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ରେଢାଖୋଲରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବାରୁ ଚିନ୍ତିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ତାଙ୍କର ଆଶୁଆରୋଗ୍ୟ କାମନା କରିବାସହ…