ଆଜିଠୁ ୩ ଦିନିଆ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ
ଆଜିଠୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ଦିନିଆ ଗସ୍ତରେ ଦିଲ୍ଲୀ ଯିବେ । ଅପରାହ୍ନରେ ଦିଲ୍ଲୀରେ ପହଞ୍ଚିବା ପରେ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହେଉଥିବା ସ୍ବାଧୀନତାର ଅମୃତ ମହୋତ୍ସବ ଜାତୀୟ କମିଟି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ । ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି,…