ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; କୃଷକ ସାଥିଙ୍କ ଆବଶ୍ୟକୀୟ ଖର୍ଚ୍ଚ ପରିମାଣ ବାର୍ଷିକ ୧୨ ହଜାରୁ ୧୮ ହଜାରକୁ ବୃଦ୍ଧି
ଭୁବନେଶ୍ବର(ଓଡିଶା ଫାଷ୍ଟ ବ୍ୟୁରୋ):ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥି ମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର…