Browsing Tag

Chief Minister’s big announcement for farmers

ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଫସଲ ପାଇଁ ୧୧ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବେ। ଏହାସହିତ ପ୍ରତ୍ୟେକ ଚାଷୀଙ୍କୁ ଏକ ଟଙ୍କା ପ୍ରିମିୟମରେ ପ୍ରଧାନମନ୍ତ୍ରୀ ଫସଲ ବୀମା ସୁବିଧା ମଧ୍ୟ ମିଳିବ । ଏନେଇ ରାଜ୍ୟ ସମବାୟ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ଏନେଇ ଆବଶ୍ୟକ…