Browsing Tag

Chief Minister’s greetings to the people of the state for the New Year

ନୂଆବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ନୂଆବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଇଂରାଜୀ ନବବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ସମୃଦ୍ଧି, ସୁଯୋଗ ଓ ସମ୍ଭାବନାର ବର୍ଷ ହେଉ। ଏହାସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ରାଜ୍ୟବାସୀଙ୍କ ପାଇଁ ମଙ୍ଗଳ କାମନା କରିଛନ୍ତି…