ଆସନ୍ତା ୧୬ରେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ସୋ’
ମେ' ୧୬ ତାରିଖରେ ରାଜଧାନୀ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ୍ ସୋ' ରହିଛି । ରୋଡ୍ ସୋ' ସମୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଗଙ୍ଗନଗର ଛକରୁ ବାହାରିଥିବା ରୋଡ଼ ଶୋ' LIC ଅଫିସ, ଗୋପବନ୍ଧୁ ଛକ, ଡିଏଭି ଛକ, HDFC ବ୍ୟାଙ୍କ ଛକ, ନୂଆସାହି, ବେହେରା…