ଆରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା’
ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତ ଶିଳ୍ପ କାରିଗର ମାନଙ୍କ ପାଇଁ ଖୁସି ଖବର। ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନୂଆ ଯୋଜନା । ‘ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା’। ଏହି ଯୋଜନାରେ ୪୦ ବର୍ଷରୁ ୮୦ ବର୍ଷ ବୟସ…