କାଳିଆ ସହାୟତା ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ; ଜୟ ଜଗନ୍ନାଥ, ଜୟ ମା’ ସମଲେଶ୍ବରୀ
ନୂଆଖାଇ ମାଟି ମା’ର ପର୍ବ। ଆମର ଚାଷୀ ଭାଇ ମାନଙ୍କ ପରିଶ୍ରମ ଯୋଗୁ ଆମେ ସମସ୍ତେ ମାଟି ମା’ର ଆଶୀର୍ବାଦ ପାଉ। ତେଣୁ ଚାଷୀ ଆମର ଗର୍ବ ଓ ଗୌରବ।
ଏହି ପବିତ୍ର ଦିନରେ ମୋର ଚାଷୀ ଭାଇ ଓ ଭଉଣୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଁ ବହୁତ ଖୁସି। ଆଜି ରାଜ୍ୟର ୪୧ ଲକ୍ଷ ଛୋଟ ଚାଷୀ ଓ ୮୫…