ମୁଖ୍ୟ ଶାସନ ସଚିବ ପୁରୀ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କଲେ ପରିଦର୍ଶନ
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ପୁରୀ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କ୍ଷେତ୍ରୀୟ ପରିଦର୍ଶନ କରିଛନ୍ତି। ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଶ୍ରୀମନ୍ଦିର ଚତୁଃପାର୍ଶ୍ବ ବୁଲିଦେଖିବା ସହ ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସଂପର୍କରେ କ୍ଷେତ୍ରୀୟ ସମୀକ୍ଷା…