ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ବଢ଼ିଲା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ବଢ଼ିଲା କାର୍ଯ୍ୟକାଳ । ଫେବୃଆରୀ ମାସ ୨୮ ତାରିଖରେ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ସରୁଥିବା ବେଳେ ଏହାକୁ ରାଜ୍ୟ ସରକାର ୬ ମାସ ବୃଦ୍ଧି କରିଛନ୍ତି ।
ସୂଚନା ଅନୁଯାୟୀ, ପୂର୍ବରୁ ରାଜ୍ୟ ସରକାର କେନ୍ଦ୍ରକୁ ପଠାଇଥିବା…