ଆଜି ବି ଉପାସରେ ମହାପ୍ରଭୁ ଶ୍ରୀ ଲିଙ୍ଗରାଜ
ଆଜିକୁ ତିନି ଦିନ ହୋଇଗଲଣି । ବିଶ୍ୱ ନିୟନ୍ତା ପ୍ରଭୁ ଶ୍ରୀ ଲିଙ୍ଗରାଜ ଖାଡା ଉପାସରେ । ନା ହେଉଛି ନୀତିକାନ୍ତି ନା ଭୋଗଲାଗି । ସେବାୟତ ବିବାଦକୁ ନେଇ ବନ୍ଦ ରହିଛି ମହାପ୍ରଭୁଙ୍କ ସେବା । ଆଜି ବସିବ ସେବାୟତ-ମନ୍ଦିର ପ୍ରଶାସନ ସ୍ୱତନ୍ତ୍ର ବୈଠକ । ବୈଠକରେ ଆଲୋଚନା ପରେ ସମାଧାନର ସୂତ୍ର…