ଆସନ୍ତା ୧୬ରେ ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ ଆଲୋଚନା : ଓଡିଶା ସମେତ ୬ ରାଜ୍ୟର ସିଏମ୍ଙ୍କ ସହ ମୋଦିଙ୍କ ବୈଠକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦେଶରେ କୋଭିଡ୍ ସ୍ଥିତି ନେଇ ଆସନ୍ତା ଜୁଲାଇ ୧୬ ତାରିଖରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୬ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ ମୋଦି…