ପୋଲିସ କର୍ମଚାରୀଙ୍କ ପାଇଁ ୫୦୪ ସରକାରୀ ଗୃହର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ) : ଭୁବନେଶ୍ୱର ରିଜର୍ଭ ପୋଲିସ ଲାଇନ୍ ପଡ଼ିଆରେ ଆଦର୍ଶ ଆରକ୍ଷୀ ପରିବାର ଆବାସ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ସହାରଞ୍ଚଳ ପୋଲିସ କର୍ମଚାରୀଙ୍କ ପାଇଁ ବାସ ଗୃହ ତିଆରି ହେବ । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା…