ରାଜ୍ୟର ୭ଟି ସ୍ଥାନରେ ଇକୋ ରିଟ୍ରିଟ୍ ଆରମ୍ଭ, ଭର୍ଚୁଆଲରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଆରମ୍ଭ ହେଲା ଚଳିତ ବର୍ଷର ଇକୋ ରିଟ୍ରିଟ୍ । ଭର୍ଚୁଆଲରେ ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ଇକୋ ରିଟ୍ରିଟର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତବର୍ଷ ପରି ୫ଟି ସ୍ଥାନ ସହ ଚଳିତ ବର୍ଷ ଆଉ ୨ଟି ସ୍ଥାନରେ ପର୍ଯ୍ୟଟକଙ୍କୁ ମିଳିବ ଇକୋ ରିଟ୍ରିଟର ମଜା । ପ୍ରଥମ କରି କୋରାପୁଟ ଓ…