୬ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା, ୪ଜଣଙ୍କୁ ପ୍ରମୁଖ ସଚିବ ପାହ୍ୟା ଦାୟିତ୍ୱ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପଦେଷ୍ଟା ପଦବୀରେ ନିଯୁକ୍ତ ହୋଇଥବା ଦଳୀୟ ନେତା ମାନଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ଓ ପ୍ରମୁଖ ସଚିବ ପାହ୍ୟା ଦାୟିତ୍ୱ ପ୍ରଦାନ କରିଛନ୍ତି ।
ସୂଚନା ଅନୁଯାୟୀ, ବିଜେଡିର ୧୧ଜଣ ନେତା ତଥା ସରକାରଙ୍କ ବିଭିନ୍ନ ବିଭାଗ ଓ ସଂସ୍ଥାର…