ଶହୀଦଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ କହିଲେ ମୁଁ ଆପଣଙ୍କ ସାଥିରେ ଅଛି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲ୍ଲା ଗୋରିପୋରାରେ ଗୁରୁବାର ଆତଙ୍କବାଦୀଙ୍କ ଦ୍ୱାରା ଉମ୍ପ୍ରୋଭାଇଜ୍ଡ ଏକ୍ସପ୍ଲୋସିଭ ଡିଭାଇସ(ଆଇଇଡି) ବିସ୍ଫୋରଣ କରାଯାଇଛି ।
ଏଥିରେ ୪୫ରୁ ଊର୍ଦ୍ଧ୍ଵ ଯବାନ ଶହୀଦ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଘର ଓଡ଼ିଶାରେ । ଶହୀଦ…