ମାଓଗଡରେ କେନ୍ଦ୍ର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନିର୍ବାଚନୀ ପ୍ରଚାର ରେ ମୁଖ୍ୟମନ୍ତ୍ରୀ ଆଜି କାଲିମେଳା ଗ୍ରସ୍ତ କରିଛନ୍ତି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ କାଲିମେଳାଠାରେ ଆୟୋଜିତ ଏକ ସାଧାରଣ ସଭାରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସଭାରେ ବିଜେଡିର ଦୁଇ ସାଂସଦ…