Browsing Tag

CM Naveen Pattnaik

ଆଜି କ୍ୟାବିନେଟ୍ : ୨୦ ପ୍ରସ୍ତାବରେ ଲାଗିପାରେ ମୋହର

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍ର ଗୁରତ୍ୱପୂର୍ଣ୍ଣ ବୈଠକ ବୁଧବାର ଅପରାହ୍ଣରେ ବସିବ । ଉକ୍ତ ବୈଠକରେ ମୋଟ୍ ୨୦ଟି ପ୍ରସ୍ତାବରେ ମୋହର ଲାଗିବାର ଯଥେଷ୍ଟ ସମ୍ଭାବନା ରହିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସୁଥିବା ଏହି ବୈଠକରେ…

ମା’ ତାରାତାରିଣୀଙ୍କ ପୀଠ ଉତ୍ସବମୁଖର: ଉନ୍ନୟନମୂଳକ କାର୍ଯ୍ୟର ଶୁଭ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୀଠରେ ପହଞ୍ଚିବା ପରେ ହାତ ଯୋଡି ମାଆଙ୍କୁ ପ୍ରଣାମ କରି ଦର୍ଶନ କରିଛନ୍ତି । ଏହି ଅବସରରେ ଆଜିର ଦିନଟିକୁ ଏକ ପବିତ୍ର ଦିନ ଭାବରେ ବର୍ଣ୍ଣନା କରି…

ମା’ଙ୍କ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଗଞ୍ଜମ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଗଞ୍ଜମ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଧିଷ୍ଠାତ୍ରୀ ଦେବୀ ମା' ତାରାତାରିଣୀ ପୀଠରେ ଚାଲିଛି ଜୀର୍ଣ୍ଣୋଦ୍ଧାର ଓ ନୂତନ ପ୍ରାସାଦ ପ୍ରତିଷ୍ଠା ମହୋତ୍ସବ। ମା’ଙ୍କ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଦିଶକ୍ତି…

ବ୍ରଜରାଜନଗର ଉପନିର୍ବାଚନ : ବିଜେଡିର ୪୦ ଜଣ ଷ୍ଟାର ପ୍ରଚାରକ ଘୋଷଣା

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ଘୋଷଣା ହେଲା ଷ୍ଟାର ପ୍ରଚାରକ ତାଲିକା । ଏଥିନିମନ୍ତେ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା ହୋଇଥିବା ବେଳେ ଏଥିରେ ସାମିଲ ଅଛନ୍ତି ଖୋଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ବାଦ…

ବ୍ରଜରାଜନଗର ଉପନିର୍ବାଚନ: ଅଳକା ବିଜେଡି ପ୍ରାର୍ଥୀ

ବ୍ରଜରାଜନଗର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି। ଅଳକା ମହାନ୍ତୀ ହେଲେ ବିଜେଡି ପ୍ରାର୍ଥୀ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ଘୋଷଣା କରିଛନ୍ତି। ସ୍ଵର୍ଗତ କିଶୋର ମହାନ୍ତୀଙ୍କ ପତ୍ନୀ ହେଉଛନ୍ତି ଅଳକା। ପ୍ରାର୍ଥୀ ଘୋଷଣା…

ସହୀଦଙ୍କ ପରିବାରଙ୍କୁ ଅନୁକମ୍ପା ସହାୟତା ରାଶି ଦଶଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର : ଯୁଦ୍ଧ ତଥା ଉଗ୍ର ବାଦ ର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହୀଦ ଓଡ଼ିଆ ଯବାନ ମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣକୁ ପାଞ୍ଚ ଲକ୍ଷ ଟଙ୍କାରୁ ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଶ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି ।…

ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ମିଳିବ କାଳିଆ ଟଙ୍କା

ଭୁବନେଶ୍ୱର : କାଲି ମିଳିବ କାଳିଆ ଟଙ୍କା । ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ଭେଟି ଦେବେ ରାଜ୍ୟ ସରକାର । ପ୍ରତ୍ୟେକ କାଳିଆ ହିତାଧିକାରୀଙ୍କୁ ୨ହଜାର ଟଙ୍କା ଲେଖାଏଁ ମିଳିବ । ଯାହା ସିଧାସଳଖ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ଖବର ଅନୁଯାୟୀ, ଚଳିତ ବର୍ଷର ପ୍ରଥମ କାଳିଆ ଟଙ୍କା…

ଓଡ଼ିଶା ମଡେଲ୍ ଆଜି ଦେଶପାଇଁ ଆଦର୍ଶ: ନବୀନ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଞ୍ଚଦିନିଆ ଗସ୍ତରେ ନୂଆଦିଲ୍ଲୀ ଯାଇଛନ୍ତି । ଶନିବାର ସେ ବିଜ୍ଞାନ ଭବନ ଠାରେ ଆୟୋଜିତ ହେବାକୁ ଥିବା ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ହାଇକୋର୍ଟର ମୁଖ୍ୟ ବିଚାରପତିମାନଙ୍କ ସମ୍ମିଳନୀରେ ଯୋଗଦେବେ । ଏଥିସହ…

ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ସମ୍ମିଳନୀରେ ଯୋଗଦେବେ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜିଠୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ସମ୍ମିଳନୀରେ ଯୋଗ ଦେବେ ନବୀନ । ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ମଞ୍ଜୁରୀ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୋଲିସରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୨୮ଟି ସବ୍‌ଇନ୍‌ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବୀ ମଞ୍ଜୁର କରିଛନ୍ତି। ପୋଲିସ ବିଭାଗର ଅନ୍ୟାନ୍ୟ ପଦବୀ ଗୁଡିକର ପୁନଃ-ବଣ୍ଟନ (By way of…