Browsing Tag

CM Naveen Pattnaik

୧୯୬ଟି କନେଷ୍ଟବଳ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୋଲିସରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୨୮ଟି ସବ୍‌ଇନ୍‌ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବୀ ମଞ୍ଜୁର କରିଛନ୍ତି। ପୋଲିସ ବିଭାଗର ଅନ୍ୟାନ୍ୟ ପଦବୀ ଗୁଡିକର ପୁନଃ-ବଣ୍ଟନ (By way of…

ଆଜିଠାରୁ ହିରୋ ଇଣ୍ଡିଆନ୍ ୱିମେନ୍ସ ଲିଗ୍

ଭୁବନେଶ୍ୱର : ଶୁକ୍ରବାରଠାରୁ ଭୁବନେଶ୍ୱରର ୩ଟି ଗ୍ରାଉଣ୍ଡ୍ରେ ଆରମ୍ଭ ହେବାକୁ ଯାଉଛି ହିରୋ ଇଣ୍ଡିଆନ୍ ୱିମେନ୍ସ ଲିଗ୍ (ଏଚ୍ଆଇଡବ୍ଲ୍ୟୁଏଲ୍) । ଆସନ୍ତା ମେ' ୨୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପ୍ରତିଯୋଗିତାରେ ଓଡ଼ିଶାର ଓଡ଼ିଶା ପୁଲିସ୍ ଓ ସ୍ପୋର୍ଟ୍ସ ଓଡ଼ିଶା ସମେତ ସମୁଦାୟ ୧୨ଟି ଦଳ…

ଏଫ୍ଆଇଏଚ୍ ବିଶ୍ୱକପ୍ ଲୋଗୋ ଉନ୍ମୋଚିତ

ଭୁବନେଶ୍ୱର : ଆସନ୍ତା ବର୍ଷ ଜାନୁଆରୀ ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଓ ରାଉରକେଲାରେ ଏଫ୍ଆଇଏଚ୍ ଓଡ଼ିଶା ହକି ପୁରୁଷ ବିଶ୍ୱକପ୍ ଅନୁଷ୍ଠିତ ହେବ । ହକି ଇଣ୍ଡିଆ ସହଯୋଗରେ ଓଡ଼ିଶା ସରକାର କ୍ରମାଗତ ଦ୍ୱିତୀୟ ଥର ପାଇଁ ବିଶ୍ୱକପ୍ର ଆୟୋଜନ କରିବେ । ଏହି ବିଶ୍ୱକପ୍ ପାଇଁ ଇତିମଧ୍ୟରେ…

ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଭୁବନେଶ୍ୱରର ପ୍ରତିଷ୍ଠା ଦିବସ। ଏହି ଅବସରରେ ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟରେ ଲେଖିଛନ୍ତି ଏକାମ୍ର କ୍ଷେତ୍ର ଭୁବନେଶ୍ୱର ଦେଶର ପ୍ରମୁଖ ସ୍ମାର୍ଟ ସିଟିରେ ପରିଣତ ହୋଇଛି । ଭୁବନେଶ୍ୱର ସଂସ୍କୃତି, ଶିକ୍ଷା,…

ଦିଲ୍ଲୀରୁ ଫେରିଲେ ରାଜ୍ୟପାଳ, ହେବ ଅଦଳବଦଳ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମନ୍ତ୍ରୀଙ୍କୁ ମଗାଯାଇଛି ରିପୋର୍ଟ କାର୍ଡ । ୨୦୧୯ ଜୁନ ୧ ତାରିଖର ରିପୋର୍ଟ ଠାରୁ ଆରମ୍ଭ କରି ୨୦୨୨ ମାର୍ଚ୍ଚ ମାସ ପର୍ଯ୍ୟନ୍ତ ରିପୋର୍ଟ ମଗାଯାଇଛି । ଇତି ମଧ୍ୟରେ ୨୧ଟି ମନ୍ତ୍ରୀ ଙ୍କ ମଧ୍ୟରୁ ରବିବାର ପର୍ଯ୍ୟନ୍ତ ୧୫ ଜଣଙ୍କର କାର୍ଡ ତର୍ଜମା ସରିଲାଣି ।…

ପାୱାର କରିଡରରେ ଚର୍ଚ୍ଚା : ମନ୍ତ୍ରୀମଣ୍ଡଳରେ ହୋଇପାରେ ବଡ଼ଧରଣର ପରିବର୍ତ୍ତନ

ଭୁବନେଶ୍ୱର : ପ୍ରଶାସନ ଏବଂ ବିଜେଡିର ସାଂଗଠନିକ ସ୍ତରରେ ମଧ୍ୟ ଏହି ପରିବର୍ତ୍ତନ ହେବ ବୋଲି ସୂଚନା ରହିଛି। ରାଜନୈତିକ ବିଶ୍ଳେଷକମାନେ ମତ ଦେଇଛନ୍ତି ଯେ ନୂତନ କ୍ୟାବିନେଟ୍ ଆସନ୍ତା ଦୁଇ ବର୍ଷ ପର୍ଯ୍ୟନ୍ତ ୨୦୨୪ ସାଧାରଣ ମତଦାନ ପର୍ଯ୍ୟନ୍ତ ଜାରି ରହିବ। ଆସନ୍ତା ମାସରେ ନବୀନ ସରକାରଙ୍କ ପଞ୍ଚମ…

ସ୍କୁଲ ଖୋଲିଲା, ପିଲାଙ୍କ ଖୁସିରେ ମୁଁ ବି ବହୁତ ଖୁସି: ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପ୍ରାୟ ଦୁଇ ବର୍ଷ ପରେ ଆଜି ରାଜ୍ୟରେ ସ୍କୁଲ ଖୋଲିଛି। ଅଷ୍ଟମ ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିଥିବା ବେଳେ ପ୍ରଥମରୁ ସପ୍ତମ ପର୍ଯ୍ୟନ୍ତ ୧୪ ତାରିଖରେ ଖୋଲିବ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପିଲାମାନଙ୍କୁ ଏକ…

ଆତ୍ମସନ୍ତୋଷ ନୁହେଁ ସଂପୂର୍ଣ୍ଣ ପ୍ରସ୍ତୁତ ରୁହ: ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-୧୯ ସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି । ତା ସହିତ…

ଚକମା ଦେଲେ ନବୀନ, କୋମାରେ ବିରୋଧୀ

https://youtu.be/mzVZj5yfmak ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଗୁଜବର ଅନ୍ତ ଘଟିଛି । ବିଗତ କିଛି ଦିନରୁ ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ବିଭିନ୍ନ ଅପପ୍ରଚାର ହେଉଥିଲା । ବିରୋଧୀ ମଧ୍ୟ ଏହି ଅପପ୍ରଚାର…

୫ଟି ଜିଲ୍ଲାର ୧୫୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଆଜି ୫ଟି ଜିଲ୍ଲାର ୧୫୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କରିଛନ୍ତି । ୫-ଟି ସଂପର୍କରେ ଶିକ୍ଷକ ଓ ପିଲାମାନଙ୍କୁ ମୁଖ୍ୟମନ୍ତ୍ରୀ ବୁଝାଇବା ସହ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଥିବା…