ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):କୋଭିଡ଼ ସକ୍ରମଣ କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା କାଲି ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ବାସୀ କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ସବୁବେଳେ ଋଣୀ।
ଗତ ଆଠମାସ ହେଲା କୋଭିଡ଼ ଯୋଗୁଁ…