ଆଜି କଟକ ଓ ଖୋର୍ଦ୍ଧାରେ ଖୋଲିବ ବିକାଶର ପେଡ଼ି, ମୁଖ୍ୟମନ୍ତ୍ରୀ ବାଣ୍ଟିବେ ସ୍ମାର୍ଟ ହେଲଥ କାର୍ଡ
ସ୍ମାର୍ଟ ସେବାରେ ସାମିଲ୍ ହେବ ସିଲଭର ସିଟି । ଆଜି କଟକରେ ଲେଖା ହେବ ସେବା ଆଉ ବିକାଶର ନୂଆ କାହାଣୀ । ଜିଲ୍ଲାବାସୀଙ୍କୁ ବିକାଶର ଭେଟି ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଏସକେୱାଇ ସ୍ମାର୍ଟ କାର୍ଡ ବାଣ୍ଟିବା ସହିତ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିବେ…