କଟକ ସହରରେ ବହୁ ପ୍ରତୀକ୍ଷିତ ଡ୍ରିଙ୍କ୍ ଫ୍ରମ ଟ୍ୟାପ ମିଶନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କଟକବାସୀ ପାଇବେ ବିଶୁଦ୍ଧ ପାଣି । ଆଜି କଟକ ସହରର ବହୁ ପ୍ରତୀକ୍ଷିତ ଡ୍ରିଙ୍କ୍ ଫ୍ରମ ଟ୍ୟାପ ମିଶନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଭର୍ଚୁଆଲରେ ଉପସ୍ଥିତ ରହି ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ୱାରା ଆୟୋଜିତ…