ଜଗତସିଂହପୁର ଜିଲ୍ଲାରେ ୨୯ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଜଗତସିଂହପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ୨୯ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଅପରାହ୍ନ ୫ଟାରେ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସବୁ ପ୍ରକଳ୍ପର…