ଅଲମ୍ପିକସ ଯାଉଥିବା କ୍ରୀଡ଼ାବିତଙ୍କ ସହ କଥା ହେଲେ ନବୀନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡିଶାର ଅଲମ୍ପିୟାନ ମାନଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଥା ହୋଇଛନ୍ତି । କ୍ରୀଡ଼ାବୀତଙ୍କୁ ଉତ୍ସାହିତ ମଧ୍ୟ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକସ ହେଉଛି ଜୀବନର ଶ୍ରେଷ୍ଠ ସ୍ଵପ୍ନ ।…