ରାଜ୍ୟବାସୀଙ୍କୁ ସତର୍କ ରହି ପ୍ରଶାସନକୁ ସହଯୋଗ କାରିବାକୁ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କୋଭିଡ୍-୧୯ ନେଇ ଆଜି ପୁଣିଥରେ ରାଜ୍ୟବାସୀଙ୍କୁ ସତର୍କ କରାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏକ ଭିଡିଓ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ,"ମାତ୍ର ୧୦ ପ୍ରତିଶତ ଲୋକଙ୍କ ଭୁଲ ଯୋଗୁ ସମସ୍ୟା ୧୦୦ ଗୁଣ ବଢିପାରେ । ତେଣୁ…