ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ କୁଚିଣ୍ଡା ଚଳଚଂଚଳ
ଓଡିଶାର ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ଦିନ ୧୧ଟା ସମୟରେ କୁଚିଣ୍ଡା ଗସ୍ତରେ ଆସି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂଆ ସ୍ମାର୍ଟକାର୍ଡ ପ୍ରଦାନ କରିବା ସହିତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ । ଏଥି ସହିତ ଶୁଭ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଥିବା ବଳେ ଚଳ ଚଂଚଳ ହୋଇଛି କୁଚିଣ୍ଡା…