ମୁଖ୍ୟମନ୍ତ୍ରୀଙ୍କ ଗଜପତି ଗସ୍ତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସୋମବାର ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ସକାଳୁ ହେଲିକପ୍ଟର ଯୋଗେ ଆସି ୧୧ଟାରେ ପାରଳାଖେମୁଣ୍ଡି ଷ୍ଟାଡିୟମରେ ପହଁଞ୍ଚିବେ । ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ହିତାଧିକାରୀଙ୍କୁ ବଣ୍ଟନ କରିବା ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ସହ…