୮ରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୮ତାରିଖରେ ନୂଆଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବାପରେ ନବୀନ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ । ନବୀନ ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…