ରାଜ୍ୟରେ ଶୀତ ପ୍ରକୋପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ ପୁଣି ବଢିବ ଶୀତ। ଆଗାମୀ ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ମିଳିଥିବା ସୂଚନା ଅନୁସାରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଯାଇଛି। ଏହାସହ ୧୧ଟି…