ସବୁ ବିଶ୍ବବିଦ୍ୟାଳୟ କ୍ୟାମ୍ପସ ହେବ WiFi ଯୁକ୍ତ
ରାଜ୍ୟର ସବୁ ବିଶ୍ବବିଦ୍ୟାଳୟ କ୍ୟାମ୍ପସ ହେବ WiFi ଯୁକ୍ତ । ଛାତ୍ର ଛାତ୍ରୀଙ୍କୁ ମିଳିବ ମାଗଣା WiFi । ଯାହାକି ଛାତ୍ରଛାତ୍ରୀଙ୍କୁ ପାଠପଢିବାରେ ସୁବିଧା ଯୋଗାଇବ । ପିଲାଙ୍କ ଶିକ୍ଷାଆହରଣରେ ସୁବିଧାକୁ ନଜରରେ ରଖି ଉଚ୍ଚଶିକ୍ଷା ବିଭାଗର ଏହି ନିଷ୍ପତ୍ତି ନେଇଛି । ଅଧିକାଂଶ ପାଠ୍ୟ ପୁସ୍ତକ…