ଦୀପାବଳୀ ପାଇଁ କମିସନରେଟ୍ ପୋଲିସର ମାର୍ଗଦର୍ଶିକା ଜାରି; ରାତି ୧୦ଟା ପରେ ବାଣ ଫୁଟାଇଲେ ହେବ କାର୍ଯ୍ୟାନୁଷ୍ଠାନ
ଆସୁଛି ଆଲୋକର ପର୍ବ ଦୀପାବଳୀ । ସବୁଠି ଜୋରଦାର ପ୍ରସ୍ତୁତି । ଏବେଠୁ ବାଣ ଦୋକାନ ଗୁଡିକରେ ଲୋକଙ୍କ ଭିଡ ଦେଖିବାକୁ ମିଳିଲାଣି । ଏନେଇ ଦୀପାବଳୀ ପୂର୍ବରୁ ଆଜି କମିସନରେଟ୍ ପୋଲିସ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ଏଥିରେ କୁହାଯାଇଛି ରାତି ୧୦ଟା ପର୍ଯ୍ୟନ୍ତ ବାଣ ଫୁଟାଇବାକୁ…