ଚାରି ଅଯୋଗ୍ୟ ପ୍ରଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଅପରାଗତା ଓ କାର୍ଯ୍ୟରେ ଅବହେଳା ଅଭିଯୋଗରେ ଚାରି ଜଣ କୋଚ୍ଙ୍କୁ ବାଧ୍ୟତାମୂଳକ ଅବସରର ଦେଲେ ରାଜ୍ୟ ସରକାର । ଓଡ଼ିଶା କାଉନସିଲ୍ ଅଫ୍ ସ୍ପୋର୍ଟସ ଏହି ଚାରି ଜଣ ପ୍ରଶିକ୍ଷକ ହେଲେ ଭଲିବଲ କୋଚ୍ ପ୍ରଭାକର ତ୍ରିପାଠୀ, ଜ୍ଞାନେନ୍ଦ୍ର ପ୍ରସାଦ ବଢ଼େଇ, ବକ୍ସିଂ କୋଚ୍…