Browsing Tag

“Condition Stable”

ହସ୍ପିଟାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧି

ପୁଣି ଅସୁସ୍ଥ ହେଲେ ସୋନିଆ ଗାନ୍ଧି। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କୁ ଦିଲ୍ଲୀର ସାର୍ ଗଙ୍ଗା ରାମ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଜ୍ୱର ପାଇଁ ଦିଲ୍ଲୀର ସାର୍ ଗଙ୍ଗା ରାମ ଡାକ୍ତରଖାନାରେ ଭର୍ତ୍ତି କରାଯାଛି। ଡାକ୍ତରଖାନା ପକ୍ଷରୁ ଏହି ସୂଚନା ଦିଆଯାଇଛି। ତାଙ୍କ…