Browsing Tag

confirms Bhubaneswar DCP

ଚର୍ଚ୍ଚିତ ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣା, ଆତ୍ମହତ୍ୟା କରିଥିବା ସ୍ପଷ୍ଟ କଲେ ଭୁବନେଶ୍ୱର ଡିସିପି

ଚର୍ଚ୍ଚିତ ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣା ଉପରୁ ଉଠିଲା ରହସ୍ୟର ପରଦା । ଶୁଭଲକ୍ଷ୍ମୀ ହୋଟେଲ ରୁମ୍‌ରେ ଆତ୍ମହତ୍ୟା କରିଥିବା ସ୍ପଷ୍ଟ କରିଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ । ଶବ ବ୍ୟବଚ୍ଛେଦ ରିପୋର୍ଟ ଅନୁସାରେ ଶ୍ବାସରୁଦ୍ଧ ହେବାର ତାଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଇଛନ୍ତି।…