ରାଜ୍ୟ କଂଗ୍ରେସ ଭବନରେ ଗୋଷ୍ଠୀ ସଂଘର୍ଷ: ଯୁବ କଂଗ୍ରେସର ଦୁଇ ଗୋଷ୍ଠୀ ମୁହାଁମୁହିଁ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟ କଂଗ୍ରେସ ଭବନରେ ଗୋଷ୍ଠୀ ସଂଘର୍ଷ । କଂଗ୍ରେସ ଭବନ ଭିତରେ ଯୁବ କଂଗ୍ରେସର ଦୁଇଗୋଷ୍ଠୀ ମୁହାଁମୁହିଁ । ଯୁବ କଂଗ୍ରେସ ସଭାପତିଙ୍କ ଅଫିସରେ ବ୍ୟାପକ ଭଙ୍ଗାରୁଜା । ଗତକାଲି ରାତିରେ ଦୁଇ ଗୋଷ୍ଠୀ ହୋଇଥିଲେ ମୁହାଁମୁହିଁ । ରାଜ୍ୟ କଂଗ୍ରେସରେ ଆଭ୍ୟନ୍ତରୀଣ…