ତୃତୀୟ ଲହରକୁ ନେଇ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ତୃତୀୟ ଲହରକୁ ନେଇ ରାଜ୍ୟବାସୀଙ୍କୁ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ ବିପଦ ଏଯାଏଁ ଦୂର ହୋଇନାହିଁ। ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତି ଭଲ ରହିଛି। ରୂପ ବଦଳାଇ ଭୂତାଣୁ ଆକ୍ରମଣ କରିବାର କ୍ଷମତା ରଖିଛି। ତୃତୀୟ ଲହର ଆମ ପାଇଁ ବିପଦ…