କରୋନା ପାଇଁ ୨୨୫ କୋଟି ମଞ୍ଜୁର କଲେ ରାଜ୍ୟ ସରକାର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଶ୍ୱ ମହାମାରୀ ‘କରୋନା’ ଭାଇରସର ମୁକାବିଲା ନିମନ୍ତେ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ ୨୨୫କୋଟି ଟଙ୍କା ମଞ୍ଜୁର କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ରାଜ୍ୟ କାର୍ଯ୍ୟନିର୍ବାହୀ କମିଟିର…