ରାଜ୍ୟରେ ଚିହ୍ନଟ ହେଲେ ୩୯୯୬ କରୋନା ସଂକ୍ରମିତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ୩୯୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୩୧୧୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଆଜିର…