Browsing Tag

corona positive

କରୋନା ସଂକ୍ରମଣ : ଦେଶରେ ଦୈନିକ ୫ ହଜାର ଟପିଲା

ନୂଆଦିଲ୍ଲୀ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି । ପୁଣି ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ଗତକାଲି ତୁଳନାରେ ଆଜିର ଦେଶରେ ୧୫ଶହ ସଂକ୍ରମିତ ମାମଲା ଅଧିକ ଆସିଛି । ଫଳରେ ଦୈନିକ ପଜିଟିଭିଟି ମାମଲା ୫ହଜାର…

ମାସ୍କ ପିନ୍ଧିବା ପୁଣି ବାଧ୍ୟତାମୂଳକ ହୋଇପାରେ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦେଶର ୫ଟି ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ସ୍ଥିତି ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ପ୍ରିକସନ ସହିତ କଟକଣା କଡାକଡି କରିବାକୁ କେନ୍ଦ୍ର ସରକାର ତାଗିଦ କରିଛନ୍ତି । ସେହିପରି ବର୍ତ୍ତମାନ ଆମ ରାଜ୍ୟରେ ସ୍ଥିତି…

୫ ରାଜ୍ୟ ସରକାରଙ୍କୁ କେନ୍ଦ୍ରର ଚିଠି

ନୂଆଦିଲ୍ଲୀ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ପୁଣି ମାତିଲାଣି କରୋନା। ଦେଶର ୫ ରାଜ୍ୟରେ କରୋନା ଉପରମୁହାଁ ହେବାରେ ଲାଗିଛି। ସେହି ରାଜ୍ୟ ସରକାରମାନଙ୍କୁ ସତର୍କ ରହିବା ପାଇଁ କେନ୍ଦ୍ର ଚିଠି ଲେଖିଛି। ସେହି ରାଜ୍ୟଗୁଡିକ ହେଲେ କର୍ଣ୍ଣାଟକ, ତାମିଲନାଡୁ, କେରଳ, ତେଲେଙ୍ଗାନା ଓ ମହାରାଷ୍ଟ୍ର ।…

ବଢୁଛି କରୋନା: ବିମାନବନ୍ଦର ଓ ଷ୍ଟେସନରେ ଚେକିଂକୁ କଡ଼ାକରି କରିବାକୁ ନିର୍ଦେଶ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ସଂକ୍ରମଣ ରୋକିବାକୁ ତ୍ଵରିତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ। ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଲେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ । ବିଭିନ୍ନ ବିମାନବନ୍ଦର ଓ ରେଳ ଷ୍ଟେସନରେ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିବାକୁ…

ରାଜ୍ୟରେ ସଂକ୍ରମଣ ବଢିପାରେ -ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): କରୋନା ନେଇ ସତର୍କ କରାଇଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। କହିଲେ ୩ରୁ ୪ସପ୍ତାହ ମଧ୍ୟରେ ରାଜ୍ୟରେ ସଂକ୍ରମଣ ବଢିପାରେ। ଏହାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ପ୍ରସ୍ତୁତ କରାସରିଛି। ହସ୍ପିଟାଲ ଗୁଡିକୁ ମଧ୍ୟ ପ୍ରସ୍ତୁତ…

ମାସ୍କରେ ବ୍ୟତିକ୍ରମ ଘଟିଲେ ୫୦୦ ଟଙ୍କା ଜୋରିମାନା

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜଧାନୀ ଦିଲ୍ଲୀରେ ବିଗତ ୨୪ ଘଣ୍ଟାରେ ୧୦୦୯ ନୂଆ କୋଭିଡ୍ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ପୂର୍ବଦିନ ତୁଳନାରେ ଏହା ୬୦ ପ୍ରତିଶତ ବୃଦ୍ଧି ପାଇଥିବା କୁହାଯାଇଛି । ଏହାବ୍ୟତୀତ ଏପ୍ରିଲ ୧୧ରୁ ୧୮ ମଧ୍ୟରେ ଦିଲ୍ଲୀରେ ପଜିଟିଭ୍ ହାର ୫.୭ ପ୍ରତିଶତକୁ…

ଚତୁର୍ଥ ଲହର ଆଶଙ୍କା : ସବୁ ରାଜ୍ୟକୁ ରିପୋର୍ଟ ମାଗିଲା କେନ୍ଦ୍ର

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବର୍ତ୍ତମାନ ଦିଲ୍ଲୀ ଓ ଏନ୍ସିଆର୍ରେ କୋଭିଡ୍ର ଦୈନିକ ସଂକ୍ରମଣ ବୃଦ୍ଧିକୁ ନେଇ କେନ୍ଦ୍ର ସରକାର ଚିନ୍ତିତ ହୋଇପଡିଛନ୍ତି । ବିଗତ କିଛିଦିନ ମଧ୍ୟରେ ଦିଲ୍ଲୀ ଓ ଆଖପାଖ ଅଞ୍ଚଳରେ ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଉପରେ…

ରାଜ୍ୟରେ କରୋନା ସଂକ୍ରମଣର ୪ର୍ଥ ଲହର ଆଶଙ୍କା -ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦିଲ୍ଲୀ ଭଳି କିଛି ରାଜ୍ୟରେ ସଂକ୍ରମଣ ବଢ଼ିବା ପରେ ସଜାଗ ହେଲେ ରାଜ୍ୟ ସରକାର । ରାଜ୍ୟରେ ବହୁତ କମ ପଜିଟିଭ ଚିହ୍ନଟ ହୋଇଛନ୍ତି । ୭ରୁ ୮ ଜିଲ୍ଲାକୁ ଛାଡ଼ି ଦେଲେ ବାକି ସବୁ ଜିଲ୍ଲାରେ କେସ ନାହିଁ । ତେଣୁ ଆତଙ୍କିତ ହେବାର ନାହିଁ ବୋଲି କହିଛନ୍ତି ଜନ…

ରାଜ୍ୟରେ ୨୪ ଘଣ୍ଟାରେ ୧୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ୧୮ ବର୍ଷରୁ କମ୍ ବୟସର ଥିବା ଜଣାଯାଇଛି। ଆଜି…

ହ୍ରାସ ପାଉଛି ସଂକ୍ରମଣ : ରାଜ୍ୟରେ ଆଉ ୩୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦ୍ରୁତ ଗତିରେ କରୋନାର ଦୈନିକ ସଂକ୍ରମଣ ହ୍ରାସ ପାଉଛି। ୨୪ ଘଣ୍ଟାରେ ଆଉ ୩୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୦,ସଙ୍ଗରୋଧରୁ ୨୦,ସ୍ଥାନୀୟ ୧୨ । ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨,୮୭,୬୪୦କୁ ବୃଦ୍ଧି…