Browsing Tag

corona recover 1422

ରାଜ୍ୟରେ ପୁଣି ୧୪୨୨ କରୋନା ଆକ୍ରାନ୍ତ ସୁସ୍ଥ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗୁରୁବାର ରାଜ୍ୟରେ ୧୪୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୭୯୦୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ୨୫୫ ଜଣ…